ବାଲିଗୁଡ଼ା: ମନ୍ଦିରକୁ ବି ଛାଡୁ ନାହାନ୍ତି ଲୁଟେରା । ଦେବଦେବୀଙ୍କ ଅଳଙ୍କାର ଲୁଟ୍ କରୁଛନ୍ତି । ଗୋଟିଏ ରାତିରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦୁଇଟି ମନ୍ଦିରରୁ ଲୁଟ୍ ହୋଇଛି । ସୁନା ଗହଣା ଓ ଟଙ୍କା ଧରି ଚମ୍ପଟ ମାରିଛନ୍ତି ଲୁଟେରା । ଜଗନ୍ନାଥ ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସେହିପରି ଦକ୍ଷିଣକାଳୀ ମନ୍ଦିରରେ ମାଆଙ୍କ ସୁନା ଅଳଙ୍କାର ବି ନେଇଗଲେ । ମୁଖା ପିନ୍ଧା ଦୁର୍ବୃତ୍ତ ଲୁଟ୍ କରୁଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଅଭିଯୋଗ ପରେ ସିସିଟିଭି ଫୁଟେଜ ଆଧାରରେ ତନାଘନା ତଦନ୍ତ କରୁଛି ପୋଲିସ ।
BREAKING NEWS
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
Comments are closed.