ଭୁବନେଶ୍ୱର : ରାଜଧାନୀରେ ମାତିଛନ୍ତି ଲୁଟେରା । ମହିଳାଙ୍କ ଘରେ ପଶି ଦିନ ଦ୍ୱିପ୍ରହରେ ଲୁଟ୍ । ଭୁବନେଶ୍ୱର ଝାରପଡା ଅଞ୍ଚଳରେ ମହିଳାଙ୍କ ଘରେ ପଶି ମହିଳାଙ୍କୁ ଆକ୍ରମଣ କରିବା ସହ ସୁନା ଗହଣା ଲୁଟି ନେଇଛନ୍ତି ଦୁବୃର୍ତ୍ତ । ମହିଳାଙ୍କର ସୁନାଚେନ୍ , ମଙ୍ଗଳସୁତ୍ର , ମୋବାଇଲ ଲୁଟ୍ କରି ନେଇଛନ୍ତି ଦୁବୃର୍ତ୍ତ । ଲୁଟର ଶିକାର ହୋଇଥିବା ମହିଳା ଜଣକ ହେଉଛନ୍ତି ଗୀତାଞ୍ଜଳି ପାଲଟା ସିଂ । ଦୁବୃର୍ତ୍ତଙ୍କ ଆକ୍ରମଣରେ ସେ ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି । ସେପଟେ ପୋଲିସ ଛାନଭିନ୍ ଜାରି ରଛିଛ ।
BREAKING NEWS
- Accident Rate: ବର୍ଷକୁ ଦେଶରେ ଘଟୁଛି ୫ ଲକ୍ଷ ଦୁର୍ଘଟଣା, ରାଜ୍ୟରେ ଜାଣନ୍ତୁ କେତେ…
- ପାକ୍ସ ସିଲିକାର ପୂର୍ଣ୍ଣକାଳୀନ ସଦସ୍ୟ ହେବ ଭାରତ, ଜାଣନ୍ତୁ କଣ…
- Gold Silver Price: ପୁଣି ରେକର୍ଡ କଲା ସୁନା-ରୂପା ଦର, ଜାଣନ୍ତୁ ଆଜି କେତେ ରହିଛି…
- ରାୟଗଡ଼ାରେ ସଡକ ଦୁର୍ଘଟଣାରେ ୨ ଭାଇଙ୍କ ମୃତ୍ୟୁ
- ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ, ‘X’ ଛାଡ଼ିବା ନେଇ ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା
- ଏଥର କୋହଲିଙ୍କ ନଜର ଜୟସୂରିୟାଙ୍କ ରେକର୍ଡ ଉପରେ
- ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ
- ସିବିଆଇ ଅଫିସରେ ଥାଲାପତି ବିଜୟ…
- ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
- ଭାରତ-ବାଂଲାଦେଶ ବିବାଦରେ ପାକିସ୍ତାନର ଏଂଟ୍ରି
Comments are closed.