ଭଦ୍ରକ : ଭଦ୍ରକରେ ମାତିଛନ୍ତି ଲୁଟେରା। ଭଦ୍ରକ ପୁରୁଣା ବଜାର ଥାନାକୁ ଲାଗିଥିବା ମନ୍ଦିରରୁ ଚୋରି। ଗତକାଲି ବିଳମ୍ବିତ ରାତିରେ ଲୁଟେରା ମାନେ ମନ୍ଦିରରେ କଳାକନା ବୁଲାଇଥିଲେ। ପୋଲିସକୁ ଚ୍ୟାଲେଞ୍ଜ କରି ଲୁଟେରାମାନେ ବାବା କଦମ୍ବସ୍ୱର ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସମସ୍ତ ପୂଜା ସାମଗ୍ରୀ ସହ ପିତ୍ତଳ ବାସନ ସବୁ ଲୁଟି ନେଇଛନ୍ତି ।ଏହି ଘଟଣା ଜାଣିବା ପରେ ପୁରୁଣାବଜାର ପୋଲିସ ତଦନ୍ତ ଆରମ୍ଭ କରିଛି। ଭଦ୍ରକରେ ଗତ କିିଛି ଦିନ ହେଲା ଲୁଟେରା ମାନଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି।ଲୁଟେରା ମାନେ ଟାର୍ଗଟ କରି ଗୋଟିଏ ପରେ ଗୋଟିଏ ମନ୍ଦିର ଲୁଟ କରିବାରେ ଲାଗିଛନ୍ତି।
BREAKING NEWS
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
Comments are closed.