କୋରାପୁଟ : ବ୍ୟାଙ୍କରେ କଳାକନା ବୁଲାଇଲେ ଚୋର । କୋରାପୁଟ ଲକ୍ଷ୍ମୀପୁର ଏସବିଆଇ ବ୍ୟାଙ୍କରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଏସବିଆଇ ବ୍ୟାଙ୍କରୁ ପ୍ରାୟ କୋଟଏ ଟଙ୍କାର ସୁନା ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ପ୍ରାୟ ୧୬ଶହ ୧୦ ଗ୍ରାମ ସୂନା ଚୋରି ହୋଇଥିବା ବ୍ୟାଙ୍କ ମ୍ୟାନେଜର ସୁଧାଂଶୁ ରାଉତ ଥାନାରେ ଏତଲା ଦେଇଛନ୍ତି । ଏହି ବଡ ଧରଣର ଲୁଟ ନେଇ ପୋଲିସ ଛାନଭିନ୍ ଜାରି ରଖିଛି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.