ଭୁବନେଶ୍ୱର : ବଢୁଛି ବିଜେଡିର ବଳ । ଆଜି ଭୁବନେଶ୍ୱର ୪୦ ଓ ୪୧ ନମ୍ବର ୱାର୍ଡର ୨ଶହରୁ ଅଧିକ ବିଜେପି କର୍ମୀ ବିଜେଡିରେ ଯୋଗଦେଇଛନ୍ତି । ଏଥିରେ ସାମିଲ ହୋଇଛନ୍ତି ବିଜେପି ବନଦୁର୍ଗା ମଣ୍ଡଳ ସଭାପତି ଫିରୋଜ ଖାନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଧାରାକୁ ନେଇ ବିଜେପି କର୍ମୀମାନେ ବିଜେଡିରେ ସାମିଲ ହୋଇଛନ୍ତି । ଏହାଦ୍ୱାରା ବିଜେଡିର ଶକ୍ତି ଆହୁରି ବୃଦ୍ଧି ହୋଇଛି ।ଅନ୍ୟପଟେ ଯାହାକୁ ବି ପୌର ନିର୍ବାଚନରେ ନବୀନ ବାବୁ ଟିକେଟ ଦେବେ , ଆମେ ଦଳର ଶୃଙ୍ଖଳିତ କର୍ମୀ ଭାବେ ତାଙ୍କୁ ସମର୍ଥନ କରିବୁ । କାରଣ ଆମ ମୂଳ ଲକ୍ଷ ସମାଜସେବା । ଲୋକଙ୍କୁ ପାଖକୁ ଯାଇ ସେମାନଙ୍କ ସମସ୍ୟା ସମାଧାନ କରାଯିବ କର୍ମୀମାନେ କହିଛନ୍ତି । ଏହି ମିଶ୍ରଣ ପର୍ବରେ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା ଉପସ୍ଥିତ ଥିଲେ ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.