ସୋନପୁର: ଅର୍ଜୁନପୁର ଜଙ୍ଗଲରୁ ମିଳିଲା ଚୋରି ଶିଶୁକନ୍ୟା । ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଚୋରି ହୋଇଥିବା ଶିଶୁକନ୍ୟା ଜଙ୍ଗଲରୁ ମିଳିଲା । ନବଜାତ ଶିଶୁ କନ୍ୟାକୁ ପୋଲିସ ଆଜି ଜଙ୍ଗଲରୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି । ଭୟରେ ଶିଶୁଟିକୁ ଜଙ୍ଗଲରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି । ଶିଶୁ କନ୍ୟା ଚୋରି ହୋଇଥିବା ନେଇ ପରିବାର ଲୋକେ ଥାନାରେ ଆଣିଥିଲେ ଅଭିଯୋଗ।
BREAKING NEWS
- Bear Killing Case:ଭାଲୁ ମୃତ୍ୟୁ ମାମଲାରେ ୩ଟି ଗାଁର ୫ ଗିରଫ, ଆଉ ଗିରଫଦାରୀ ହୋଇପାରେ…
- NTAର ଅବହେଳା; ନାଗପୁର ଛାତ୍ର ଆବୁଧାବିରେ ଦେବେ ପରୀକ୍ଷା
- ଖାନ୍ ସାରଙ୍କୁ ବଡ଼ ଆଶ୍ୱସ୍ତି, ହେବେନି ଗିରଫ…
- ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ ପାଠ୍ୟକ୍ରମରେ ଆବେଦନ ଆରମ୍ଭ
- ଓଡ଼ିଶାର ଡିଜିଟାଲ ପରିମଳ ମଡେଲକୁ ବିଶ୍ୱସ୍ତରୀୟ ସ୍ୱୀକୃତି
- ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ଆସିଲା ନୂଆ ଏସ୍ଓପି, ମହିଳାଙ୍କ ପାଇଁ ରହିଛି ସ୍ୱତନ୍ତ୍ର ଛାଡ଼
- ପାଠ୍ୟପୁସ୍ତକ ତ୍ରୁଟି ମାମଲା: ତନାଘନା ଆରମ୍ଭ, ତଥ୍ୟ ରଖିଲେ ଗଣଶିକ୍ଷା ସଚିବ
- PM Modi’s Rairangpur Tour: ମୋଦିଙ୍କ ରାଇରଙ୍ଗପୁର ଗସ୍ତ ପୂର୍ବରୁ ତେଜିଲା ଓଡ଼ିଶା ରାଜନୀତି, ସଫଳତା-ବିଫଳତାକୁ ନେଇ ମୁହାଁମୁହିଁ ଶାସକ-ବିରୋଧୀ
- ୪୮ ଘଣ୍ଟା ପୂର୍ବରୁ ଜଣାଇବାକୁ ପଡିବ; ନହେଲେ ହର୍ମୁଜରେ ଏଣ୍ଟ୍ରି ମିଳିବନି
- ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ: ଭିଜିଲାନ୍ସ ମାମଲା ଥିଲେ ମିଳିବନି ପଦୋନ୍ନତି

Comments are closed.