ଭୁବନେଶ୍ୱର: ଆମ୍ବୁଲାନ୍ସର ଅପବ୍ୟବାର କଲେ ଆଉ ତ୍ରାହି ନହିଁ । ରୋଗୀଙ୍କ ବଦଳରେ ପାସେଂଜର ବୋହିଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ତାଲାବନ୍ଦ ସମୟରେ ମେଡିକାଲ କାମ କିମ୍ବା କରୋନା ମୁକାବିଲା ଛଡା ଅନ୍ୟ କୌଣସି କାମରେ ଆମ୍ବୁଲାନ୍ସକୁ ବ୍ୟବହାର କରୁଥିଲେ ହେବ ଦୃଢ କାର୍ୟ୍ୟାନୁଷ୍ଠାନ । କରୋନା ପ୍ରେସମିଟରେ ସରକାରଙ୍କ ପକ୍ଷରୁ ଏଭଳି କଡା ନିଷ୍ପତ୍ତି ଶୁଣାଇଛନ୍ତି କୋଭିଡ-୧୯ ମୁଖପାତ୍ର ସୁବ୍ରତ ବାଗଚୀ ।
ରାଜ୍ୟରେ କିଛି ସ୍ଥାନରେ ଆମ୍ବୁଲାନ୍ସର ଅପବ୍ୟବାର କରାଯାଇଥିବା ଖବର ଆସିଛି । ଲକଡାଉନ ସମୟରେ ଆମ୍ବୁଲାନ୍ସରେ କିଛି ଲୋକଙ୍କୁ ବୁହାଯାଉଥିବା ସୂଚନା ମିଳିଛି । ତେବେ ତାଲାବନ୍ଦ ବେଳେ ଏଭଳି କାମ ଆଦୌ କ୍ଷମଣୀୟ ନୁହେଁ । ଆଗାମୀ ଦିନରେ ଯଦି ଆମ୍ବୁଲାନ୍ସର କେହି ଅପବ୍ୟବହାର କରନ୍ତି ତେବେ ଡ୍ରାଇଭର ସମେତ ମାଲିକଙ୍କୁ ଗିରଫ କରାଯିବ । ଏହା ସହ ଉକ୍ତ ଆମ୍ବୁଲାନ୍ସକୁ ବାଜ୍ୟାପ୍ତ କରାଯିବ ବୋଲି ସରକାର ନିର୍ଦ୍ଦେଶ ଦେଇଥିବା ସୁବ୍ରତ କହିଛନ୍ତି ।
BREAKING NEWS
- Town Hall Event: ଓଡ଼ିଶା ରାଜନୀତି ଓ ଅର୍ଥନୀତିରେ ‘ବିକଳ୍ପ’ର ସନ୍ଧାନ: ଭୁବନେଶ୍ୱରରେ ଅନୁଷ୍ଠିତ ହେଲା ‘ଟାଉନ ହଲ୍’
- Joins BJP: ‘ବିଜେଡିର ଉତ୍ତରାଧିକାରୀ ଯୋଜନା ନାହିଁ,ସୁଶାସନ ଦେଇ ପାରିବନି’;ପଦ୍ମ ଧରିବା ପରେ ରବୀନ୍ଦ୍ରଙ୍କ ଆଟାକ୍
- Middle East Crisis: ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ; ଯୋଗାଯୋଗ ପାଇଁ ନମ୍ୱର ଜାରି…
- LPG cylinders: “ଭୟ କରିବାର ଆବଶ୍ୟକତା ନାହିଁ,” LPG ଉପରେ ସରକାରଙ୍କ ବଡ଼ ସୂଚନା; ଜନସାଧାରଣଙ୍କୁ ଅପିଲ୍…
- Lok Adalat: ମାର୍ଚ୍ଚ ୧୪ରେ ଟିପିଏସ୍ଓଡିଏଲ୍ ଉପଭୋକ୍ତାଙ୍କ ନିମନ୍ତେ ଲୋକ ଅଦାଲତ
- ଅଲଗା ହେଲେ ଅଭିନେତ୍ରୀ ହଂସିକା ମୋଟୱାନୀ-ସୋହେଲ
- Naxal Free India:ଅସ୍ତ୍ରଶସ୍ତ୍ର ସହ ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ…ଏପଟେ ମାଓ ଡମ୍ପରୁ ୩କୋଟି ଟଙ୍କା ଓ ସୁନା ଉଦ୍ଧାର
- ଦିନିକିଆ କ୍ରିକେଟ: ୯୧ ବଲରେ ପାକିସ୍ତାନକୁ ହରାଇଲା ବାଂଲାଦେଶ
- Iranian Drones Hit Near Dubai Airport: ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଡ୍ରୋନ୍ ଆକ୍ରମଣ;ଜଣେ ଭାରତୀୟଙ୍କ ସମେତ ୪ ଆହତ
- ଆଇପିଏଲ ୨୦୨୬: ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ଘୋଷଣା କଲା ବିିସିସିଆଇ
Comments are closed.