ଭୁବନେଶ୍ୱର: କେନ୍ଦ୍ରାପଡ଼ାରେ ଷ୍ଟିଲ୍ ପ୍ଲାଣ୍ଟ କରିବ ଆର୍ସେଲର ମିତ୍ତଲ । ତିଆରି ହେବ ୧୨ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନା । ଏନେଇ ରାଜ୍ୟ ସରକାରଙ୍କ ସହ ଏମ୍ଓୟୁ ସ୍ୱାକ୍ଷରିତ ହୋଇଛି । ୫୦ ହଜାର କୋଟି ବ୍ୟୟରେ ହେବ ଷ୍ଟିଲ୍ ପ୍ଲାଣ୍ଟ । ବର୍ଷକୁ ୧୨ ମିଲିୟନ ଟନ୍ ଷ୍ଟିଲ୍ ଉତ୍ପାଦନର ଲକ୍ଷ୍ୟ ରଖିଛି କମ୍ପାନୀ । ଏନେଇ ଲୋକସେବା ଭବନର ନିୟୁ କନଭେସନ ସେଣ୍ଟରରେ ରାଜ୍ୟ ସରକାର-ଆର୍ସେଲ ମଧ୍ୟରେ ଏମ୍ଓୟୁ ସ୍ୱାକ୍ଷରିତ ହୋଇଛି ।
BREAKING NEWS
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ

Comments are closed.