Latest Odisha News

BREAKING NEWS

ବିଧାୟକ ପ୍ରଦୀପ ମହାରଥୀ କୋଭିଡ ପଜିଟିଭ୍‌

ଭୁବନେଶ୍ୱର: ପିପିଲି ବିଧାୟକ ପ୍ରଦୀପ ମହାରଥୀ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଏ ନେଇ ସେ ସୋସିଆଲ ମିଡିଆରେ ନିଜେ ଟ୍ୱିଟ କରିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ନିଜର ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି ।

ଏବେ ଜଣଙ୍କ ପରେ ଜଣେ ବିଧାୟକ କରୋନା ପଜିଟିଭ୍ ଚିହ୍ନଟ ହେବା ଚିନ୍ତାର କାରଣ ପାଲଟିଛି ।

Leave A Reply

Your email address will not be published.