ବାଣପୁର : ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମାଡ ମରା ଘଟଣା । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି । ତେଣୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ ଆଜି ବାଣପୁରରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଚାଲିଥିଲା ।ଏହି ସମୟରେ ବିଧାୟକଙ୍କ ଗାଡି ବିଜେପି କର୍ମୀଙ୍କ ଉପରେ ମାଡି ଯାଇଥିଲା ।ଫଳରେ ଲୋକମାନେ ଉତକ୍ଷିପ୍ତ ହୋଇ ବିଧାୟକଙ୍କୁ ମାଡ ମାରି ଲହୁ ଲୁହାଣ କରିଥିଲେ । ଫଳରେ ତାଙ୍କୁ ପ୍ରଥମ ଟାଙ୍ଗି ହସ୍ପିଟାଲରେ ଭର୍ତି କରାଯାଇଥିଲା ।ହେଲେ ଏବେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।
BREAKING NEWS
- Road Accident: ଟ୍ରକକୁ ପଛରୁ ପିଟିଲା ଆଉ ଏକ ଟ୍ରକ, ଚାଲିଗଲା ୩ ଜୀବନ
- ମଣିପୁରରେ ଦୁଇ ଉଗ୍ରବାଦୀ ଗିରଫ; ଦିଲ୍ଲୀ ପୋଲିସର ଇନପୁଟ୍ ଆଧାରରେ କରାଯାଇଥିଲା ସର୍ଚ୍ଚ ଅପରେସନ
- ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍
- ସେଣ୍ଟ୍ରାଲ ଏସିଆନ ହ୍ୟାଣ୍ଡବଲରେ ଭାରତକୁ ବ୍ରୋଞ୍ଜ
- Planning Terror Attack: Toy Car Bomb ଦ୍ବାରା ବିସ୍ଫୋରଣ ଯୋଜନା କରୁଥିବା ୨ ଆତଙ୍କବାଦୀ ଗିରଫ; ରହିଛି ଜୈଶ ଲିଙ୍କ
- ‘Sri Beach’ Project:ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବ ଶ୍ରୀବିଚ୍! ଆଗାମୀ ୧୬ ମାସରେ ଶେଷ ହେବ ପ୍ରକଳ୍ପ
- ଚେନ୍ନାଇର ହ୍ୟାଟ୍ରିକ ପରାଜୟ: ଟିମ ଡେଭିଡ, ପାଡିକଲଙ୍କ ବିସ୍ଫୋରକ ବ୍ୟାଟିଂ
- Trump threatens: ମଙ୍ଗଳବାର ପାୱାର ପ୍ଲାଣ୍ଟ ଧ୍ୱଂସ ହୋଇଯିବ… ଇରାନ ହୋର୍ମୁଜ୍ ଯଦି ନ ଖୋଲେ;ଇରାନକୁ ଟ୍ରମ୍ପ୍ଙ୍କ ଅଶାଳୀନ ଗାଳି
- Lightning Strike:ରାଜ୍ୟରେ ବଜ୍ରପାତ ନେଲା ୩ଜୀବନ, ଅନେକ ଆହତ
- Hostel Ragging:ସିନିୟର ଛାତ୍ରଙ୍କ ମାଡ଼ରେ ୨ ହଷ୍ଟେଲ ଛାତ୍ର ଲହୁଲୁହାଣ; ପ୍ରଧାନଶିକ୍ଷକଙ୍କ ଖାମଖିଆଲ ନୀତିକୁ ଦାୟୀ…
Comments are closed.