Latest Odisha News

BREAKING NEWS

ଆସନ୍ତାକାଲିଠାରୁ ରୁଟ୍-୧୧ରେ ଚାଲିବ ‘ମୋ ବସ’

ଭୁବନେଶ୍ୱର : ଆସନ୍ତାକାଲିଠାରୁ ରୁଟ୍-୧୧ରେ ‘ମୋ ବସ’ ଚାଲିବ । ଏହି ର ରୁଟରେ ନନ୍ଦନବିହାରଠାରୁ ଭୁବନେଶ୍ୱର ରେଳ ଷ୍ଟେସନ ଯାଏଁ ବସ ଚଳାଚଳ କରିବ । ସେପଟେ ମାଷ୍ଟର କ୍ୟାଣ୍ଟିନଠାରୁ ବାଳକାଟି ଯାଏଁ ନୂଆ ରୁଟ ୩୪ ସଂଯୋଗ କରିବ । ଏନେଇ କ୍ରୁଟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

‘ମୋ ବସ’ରେ ଯାତାୟତ କରୁଥିବା ଯାତ୍ରୀଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି ।

Leave A Reply

Your email address will not be published.