ଭୁବନେଶ୍ବର : ନାଇଟ୍ କର୍ଫ୍ୟୁ ପାଇଁ ବଦଳିଲା ମୋ ବସ ଚଳାଚଳ ସମୟ । କରୋନା ସଂକ୍ରମଣ ପାଇଁ ସାରା ରାଜ୍ୟରେ ଆଜିଠାରୁ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । ଏହାକୁ ଦୃଷ୍ଟିରେ ରଖି ମୋ ବସ୍ ଚଳାଚର ସମୟକୁ ପରିବର୍ତ୍ତନ କରାଯାଇଛି । ଏଣିକି ସକାଳ ୭ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ ଚଳାଚଳ କରିବ ମୋ ବସ । ବିଭିନ୍ନ ରୁଟରେ ଚଳାଚଳ କରୁଥିବା ୧୮୮ଟି ବସ ଏହି ନିର୍ଦ୍ଦିଷ୍ଟ ସମୟରେ ଚଳାଚଳ କରିବ । ଏନେଇ କ୍ରୁଟ୍ ପକ୍ଷରୁ ସୂଚନା ଦିଆଯାଇଛି ।
BREAKING NEWS
- ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ କଲେ ଓଡ଼ିଶା ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପାଟି
- ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ମନେ ପକାଇଲେ
- ନୂଆଦିଲ୍ଲୀରେ ଲାଗୁ ହେଲା BNSSର ଧାରା ୧୬୩
- ସୁନ୍ଦରପନ୍ଦା ବୋମା ବିସ୍ଫୋରଣ ମାମଲା, ୨ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା NIA
- ଏସୀୟ କ୍ରୀଡ଼ା: ୭୫ ବର୍ଷରେ ପ୍ରଥମ ଥର ପାଇଁ ଭାରତୀୟ ମହିଳା ରିକର୍ଭ ଟିମ୍ ଜିତିଲା ସ୍ୱର୍ଣ୍ଣ ପଦକ
- ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା
- ଶ୍ରୀ ଜଗନ୍ନାଥଙ୍କ ଖାତାକୁ ଫେରିବ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ରାଜସ୍ୱ ପର୍ଷଦ
- ପୁଣି ଭାରତ – ପାକିସ୍ତାନ ମ୍ୟାଚ୍: ଜାଣନ୍ତୁ କେବେ ଖେଳାଯିବ ଏହି ହାଇ ଭୋଲ୍ଟେଜ ମ୍ୟାଚ୍
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ

Comments are closed.