ବ୍ରହ୍ମପୁର : ଗଞ୍ଜାମରେ ପ୍ରଥମ ଥର ପାଇଁ ଆରମ୍ଭ ହେଲା ‘ମୋ ନିବେଦନ’ କାର୍ଯ୍ୟକ୍ରମ । ଗଞ୍ଜାମ ଜିଲ୍ଲା ପ୍ରଶାସନ ଏହି କାର୍ଯ୍ୟକ୍ରମକୁ ହାତକୁ ନେଇଛି । ଭର୍ଚୁଆଲରେ ଗ୍ରାମବାସୀଙ୍କ ସମସ୍ୟା ସମାଧାନ ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଗ୍ରାମପଞ୍ଚାୟତ ଅଧିକାରୀମାନେ ଲୋକଙ୍କ ପାଖକୁ ଯାଇ କମ୍ପ୍ୟୁଟର ଜରିବରେ ଜିଲ୍ଲାପ୍ରଶାସନ ସହ ସେମାନଙ୍କ ଅଭିଯୋଗ ସମ୍ପର୍କରେ କଥା ହେବେ । ଏହି ଅବସରରେ ଆଜି ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି କାର୍ଯ୍ୟକ୍ରମର ଆରମ୍ଭ ହୋଇଛି । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ମହାମାରୀ କରୋନା ସମୟରେ ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ଏଭଳି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।
BREAKING NEWS
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
- ଆସାମ ନିର୍ବାଚନ ପାଇଁ ବିଜେପିର ମାଷ୍ଟର ପ୍ଲାନ୍
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
Comments are closed.