ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଉଭୟେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।
BREAKING NEWS
- ୨୭ ବର୍ଷ ପରେ ଭାରତ ମାଟିରେ ନ୍ୟୁଜିଲାଣ୍ଡ ଓପନରଙ୍କ କୀର୍ତିମାନ
- ମିଚେଲ, କନୱେ, ନିକୋଲସଙ୍କ ଅର୍ଦ୍ଧଶତକ: ସିରିଜରୁ ଓହରିଲେ ପନ୍ତ
- କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍ଘାଟିତ
- S-400 Squadron: ଭାରତୀୟ ସେନାରେ ସାମିଲ ହେବାକୁ ଯାଉଛି ଆଉ ଏକ ହିରୋ: ପାକିସ୍ତାନ, ଚୀନର ନିଦ ହଜାଇବ ଏହି ପ୍ରତିରକ୍ଷା ପ୍ରଣାଳୀ…
- Home Remedies Cholesterol: କାହିଁକି ବୃଦ୍ଧି ପାଏ କୋଲେଷ୍ଟ୍ରଲ୍?, ଏହାକୁ କମାଇବା ପାଇଁ ଆପଣାନ୍ତୁ ଘରୋଇ ଉପଚାର…
- ରାଉରକେଲା ବିମାନ ଦୁର୍ଘଟଣାରେ ତଦନ୍ତ କରୁଛି AAIB
- ଆସନ୍ତା ୩ ଦିନ ମଧ୍ୟରେ ପୁଣି ବଢିବ ଶୀତ ପ୍ରକୋପ
- Turkman Gate case: ତୁର୍କମାନ ଗେଟ୍ ହିଂସା ମାମଲାରେ ଆଉ ତିନି ଗିରଫ;ଏଯାଏଁ ୧୬ ଗିରଫ…
- Khandagiri Jatra: ଖଣ୍ଡଗିରି ଯାତ୍ରାରେ କୌଣସି ବି ପରିସ୍ଥିତିରେ ଅଶ୍ଲୀଳ ନୃତ୍ୟକୁ ପ୍ରଶୟ ଦିଆଯିବନାହିଁ: ଏକାମ୍ର ବିଧାୟକ
- Pm Kisan: ଚାଷୀଙ୍କ ଅପେକ୍ଷା ଶେଷ! ଏହି ଦିନ ସେମାନଙ୍କ ଆକାଉଣ୍ଟରେ ଜମା ହେବ ୨୦୦୦ ଟଙ୍କା…
Comments are closed.