Latest Odisha News

BREAKING NEWS

ଟ୍ରମ୍ପ ଦମ୍ପତ୍ତିଙ୍କ ଆରୋଗ୍ୟ କାମନା କଲେ ମୋଦୀ

ନୂଆଦିଲ୍ଲୀ: କୋଭିଡ ସଂକ୍ରମଣ ହୋଇଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ଧର୍ମପତ୍ନୀ। ଟ୍ରମ୍ପ ଦମ୍ପତ୍ତିଙ୍କ ଆଶ୍ୟୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଶୁକ୍ରବାର ଦିନ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ ମେଲେନିଆ ଟ୍ରମ୍ପଙ୍କ କୋଭିଡ ଆକ୍ରାନ୍ତ ହୋଇଛନ୍ତି । ଏହି ଦମ୍ପତ୍ତି ଶୀଘ୍ର ସୁସ୍ଥ ହେବାକୁ କାମନା କରିଛନ୍ତି ମୋଦି।

ଆଗକୁ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ରହିଛି । ତାପୂର୍ବରୁ ଟ୍ରମ୍ପ କରୋନା ସଂକ୍ରମିତ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିଥିବାରୁ କ୍ୱାରେଣ୍ଟାଇନରେ ରହିଛନ୍ତି ଡୋନାଲ୍ଡ ଟ୍ରମ୍ପ ଓ ମଲେନିଆ ଟ୍ରମ୍ପ । ଖୁବଶୀଘ୍ର ସୁସ୍ଥ ହେବେ ବୋଲି ଆଶା ପ୍ରକାଶ କରିଛନ୍ତି ଆମେରିକା ରାଷ୍ଟ୍ରପତି ।

Leave A Reply

Your email address will not be published.