ସୁବର୍ଣ୍ଣପୁର : ମହମ୍ମଦ ଜୟନ୍ତୀ ପାଳିତ । ସୁବର୍ଣ୍ଣପୁର ଜିଲ୍ଲା ତରଭା ଠାରେ ଥିବା ଅବଦୁଲ ସକୁରସାହା ବାବାଙ୍କ ମସଜିଦ ପରିସରରେ ଆଜି ମହମ୍ମଦ ଜୟନ୍ତି ପାଳିତ ହୋଇଯାଇଛି । ଏହି ଅବସରରେ ମସଜିଦରୁ ଏକ ଶୋଭାଯାତ୍ରା ବାହାରି କୋଭିଡ କଟକଣାକୁ ମାନି ତରଭା ସହର ପରିକ୍ରମା କରିବା ସହିତ ମସଜିଦକୁ ଫେରିଥିଲା । ପୃଥିବୀ ରୁ କୋରୋନା ମହାମାରୀ କିପରି ଶିଘ୍ର ଫେରିଯାଉ ବୋଲି ବାବାଙ୍କ କବର ଆଗରେ ସମସ୍ତ ମୁସଲିମ ଭାଇଭଉଣି ମାନେ ପ୍ରାର୍ଥନା କରିଥିଲେ ।
BREAKING NEWS
- LPG Fuel Made: କେଉଁ ଦେଶ ସବୁଠାରୁ ଅଧିକ ଉତ୍ପାଦନ କରେ LPG? କେମିତି ତିଆରି ହୁଏ ରନ୍ଧନ ଗ୍ୟାସ୍?
- ସ୍ୱଦେଶ ଫେରିବା ଆରମ୍ଭ କଲେ ୱେଷ୍ଟଇଣ୍ଡିଜ ଖେଳାଳି
- ଏଣିକି ପ୍ରତି ଜିଲ୍ଲାରେ ହେବ ପୁସ୍ତକ ମହୋତ୍ସବ
- Suspended: ମଦ ପିଇ ଆସିଥିଲେ ଅଫିସ୍…୩ ତହସିଲ କର୍ମଚାରୀଙ୍କୁ ନିଲମ୍ୱନ କଲେ ଜିଲ୍ଲାପାଳ
- Hotter Months Ahead: ଆକାଶରୁ ହେବ ଅଗ୍ନି ବର୍ଷା! ଭାରତକୁ କଲବଲ କରିପାରେ ଗରମ ମାସ…WMO କରାଇଲା ସତର୍କ
- ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇ ୩ କର୍ମଚାରୀ ବହିଷ୍କୃତ
- ଗୁପ୍ତଚର ଅଭିଯୋଗରେ ଭାରତୀୟ ନୌସେନାର ଜଣେ ଯବାନ ଗିରଫ, ISIକୁ ଦେଉଥିଲା ସମ୍ବେଦନଶୀଳ ସୂଚନା
- ଜଗତସିଂହପୁର ଜିଲ୍ଲାର ୬୯ ମଣ୍ଡି ନୋଡାଲ ଅଫିସରଙ୍କ ଦରମା ବନ୍ଦ
- BrahMos Missile Deal: ଯୁଦ୍ଧ ଭିତରେ ଭାରତଠୁ କ୍ଷେପଣାସ୍ତ୍ର କିଣିବ ଏହି ମୁସଲିମ ଦେଶ…
- ଭିଜିଲାନ୍ସ ଜାଲରେ ଓଏଏସ ଅଧିକାରୀ, ବ୍ୟାଙ୍କରେ ୭ କୋଟିରୁ ଅଧିକ ଜମା
Comments are closed.