ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ବୁଧବାର ବସିବ ରାଜ୍ୟର ଦ୍ବିତୀୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଦ୍ବିତୀୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଦିନ ୧୧ଟା ବେଳେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଉକ୍ତ ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହେବା ସହ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।
BREAKING NEWS
- ଆମେରିକାରେ ବଡ଼ କାର୍ଯ୍ୟାନୁଷ୍ଠାନ: ଇନ୍ଫୋସିସ୍, ଟିସିଏସ୍ ଓ ୱିପ୍ରୋ ସହ ୮ଟି ପ୍ରମୁଖ ଆଇଟି କମ୍ପାନୀର ଗ୍ରୀନ୍ କାର୍ଡ ପ୍ରକ୍ରିୟା ନିଲମ୍ବିତ
- Satellite Internet Rules: ଏଲନ୍ ମସ୍କଙ୍କୁ ଭାରତ ସରକାରଙ୍କ ସିଧାସଳଖ ଜବାବ, “ନିୟମ ସମସ୍ତଙ୍କ ପାଇଁ ସମାନ”
- ଜଳିଗଲା ଆମ୍ବୁଲାନ୍ସ;ରୋଗୀ ମୃତ,୨ ଗୁରୁତର
- ଅଲବିଦା ନାନା ପାଟେକର; ୩୫ ଟଙ୍କାରୁ କୋଟି କୋଟି ଟଙ୍କା ଆୟ, ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ…
- ABADHA scheme:ଅବଢ଼ା ଯୋଜନା:ଅତିରିକ୍ତ ୧୦୧ କୋଟି ଟଙ୍କା ବ୍ୟୟବରାଦ
- ପୁଅ ଝିଅ ସହ ମିଶି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ !
- ୧୩୦ ଡେସିବେଲ୍ର ଚିତ୍କାର ! ଏହି ପକ୍ଷୀଙ୍କ ଆବାଜ୍ ଆଗରେ ଫିକା ପଡ଼ିଗଲେ ଅନ୍ୟ ସମସ୍ତ ଚଢ଼େଇ
- ଦେଶର ଯୁବପିଢ଼ିଙ୍କୁ କାହିଁକି Gen Z-Alpha ରେ ବିଭକ୍ତ କରାଯାଉଛି: ବିରୋଧୀଙ୍କୁ ନୀତିନ ନବୀନଙ୍କ ଟାର୍ଗେଟ
- ଭାରତ ଓ ଘାନା ମଧ୍ୟରେ ଦୁଇଟି ଚୁକ୍ତି ସ୍ୱାକ୍ଷରିତ;ଜୟଶଙ୍କର କହିଲେ-ଅନେକ ବିକାଶ ଯୋଜନା ସମାନ
- ୱିକେଟକିପର ସାଜିଲେ ଯଶସ୍ୱୀ ଜୈସୱାଲ !

Comments are closed.