Latest Odisha News

BREAKING NEWS

ଅଭିନେତା ମୋହିତ ରାଇନା ଅସୁସ୍ଥ; ଡାକ୍ତରଖାନାରେ ଭର୍ତ୍ତି

ମୁମ୍ବାଇ: ଅଭିନେତା ମୋହିତ ରାଇନା ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ସେୟାର କରିଛନ୍ତି ଯେ ସେ ଗତ ସପ୍ତାହରେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।

ମହାଦେବ ଆକ୍ଟର ମୋହିତ ଶୁକ୍ରବାର ଦିନ ତାଙ୍କ ପ୍ରଶଂସକ ଏବଂ ଅନୁଗାମୀମାନଙ୍କୁ ଏହି ସୂଚନା ଦେଇଛନ୍ତି ଏବଂ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ମଧ୍ୟ କହିଛନ୍ତି।

ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଏ ବେ ସୁରକ୍ଷିତ ଅଛନ୍ତି ଏବଂ ସମସ୍ତଙ୍କୁ ସୁରକ୍ଷା ପ୍ରୋଟୋକଲ ଅନୁସରଣ କରିବାକୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.