ଭୁବନେଶ୍ୱର: ବଢୁଛି କରୋନା କାୟା। ରିପୋର୍ଟ ଅନୁଯାୟୀ ଜାନୁଆରୀ ୧ରୁ ଏପର୍ଯ୍ୟନ୍ତ ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ଡାକ୍ତର, ନର୍ସ ଓ ପାରା ମେଡିକାଲ ଷ୍ଟାଫ୍ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।
ଏମ୍ସର ଓପିଡି ବନ୍ଦ କରାଯିବା ନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। ଆଜିଠୁ ଓପିଡି ବନ୍ଦ ରହିବ। ହେଲେ ଏହି ଅବଧିରେ କିଛି ଜରୁରିକାଳୀନ ସେବା ଚାଲୁ ରହିବ ବୋଲି କହିଛନ୍ତି ଏମ୍ଓ କର୍ତ୍ତୃପକ୍ଷ କହିଛନ୍ତି।
Comments are closed.