ମହାରାଷ୍ଟ୍ର: ଏଣିକି ବାଇକ କିଣିବା ସହ ଡବଲ ହେଲ୍ମେଟ୍ ବାଧ୍ୟତାମୂଳକ । ଯଦି ଗାଡି କିଣୁଛନ୍ତି ତେବେ ସାଥିରେ ଗୋଟିଏ ନୁହେଁ ଦୁଇଟି ହେଲମେଟ୍ କିଣିବାକୁ ପଡିବ । ନଚେତ ଆପଣଙ୍କ ଗାଡିର ରେଜିଷ୍ଟ୍ରେସନ ହେବ ନାହିଁ ।
ଏପରିକି ଗାଡି ରେଜିଷ୍ଟ୍ରେସନ ପୂର୍ବରୁ ଆବେଦନକାରୀଙ୍କ ନିକଟରେ ଦୁଇଟି ହେଲ୍ମେଟ୍ ଅଛି କି ନାହିଁ, ତାର ପ୍ରମାଣ ମଧ୍ୟ ଦେଖାଇବାକୁ ପଡିବ । ଉଭୟ ଗାଡି ଚାଳକ ଓ ଯାତ୍ରୀଙ୍କ ସୁରକ୍ଷାକୁ ନଜରରେ ରଖି ଏଭଳି ନୂଆ ନିୟମ ଲାଗୁ କରିଛନ୍ତି ମହାରାଷ୍ଟ୍ର ସରକାର ।
ନୂଆ ମୋଟରଯାନ ଆଇନ ଅନୁଯାୟୀ ଦୁଇ ଚକିଆ ଗାଡି କିଣିବା ସମୟରେ ଗ୍ରାହକଙ୍କୁ କମ୍ପାନୀ ପକ୍ଷରୁ ଏକ ସୁରକ୍ଷାତ୍ମକ ହେଲମେଟ ଦେବା ବାଧ୍ୟତାମୂଳକ କରାଯାଇଛି । ଏହି ନିୟମକୁ ରାଜ୍ୟରେ କଡାକଡି ଭାବେ ଲାଗୁ କରିବାକୁ ମହାରାଷ୍ଟ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ୭୦୦ କୋଟି ଟଙ୍କାର ଅଫର ଗ୍ରହଣ କଲେନି ରାମାୟଣର ମେକର୍ସ
- ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା
- ୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ
Comments are closed.