କଟକ: ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମୁନି । ଗତକାଲି ବର୍ଷା ପୁରୀଘାଟ ଥାନାରେ ଏତଲା ଦେଇଥିଲେ । ଏହାପରେ ପୋଲିସ ଡିଜି ଅଭୟଙ୍କ ନିକଟରେ ପାଲଟା ଅଭିଯୋଗ କରିଛନ୍ତି ଅନୁଭବ ମହାନ୍ତି । କିଛି ଦିନ ତଳେ ଭାଇରାଲ ହୋଇଥିବା ଏକ ଅଡିଓକୁ ନେଇ ସେ ଅଭିଯୋଗ କରିଛନ୍ତି । ବାର୍ତ୍ତାଳାପର ଅଡିଓକୁ ଯାଞ୍ଚ କରିବାକୁ ଅନୁରୋଧ କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ।

ଅନୁଭବ ଲେଖିଛନ୍ତି, ‘ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ପରିବାର ପକ୍ଷରୁ ମୋର ଓ ମୋ ପରିବାର ବିରୋଧରେ ଏକ ମାରାତ୍ମକ ତଥା ଅପରାଧିକ ଷଡଯନ୍ତ୍ର ରଚନା କରାଯାଇଛି‘। ଏଭଳି ଏକ ଘଟଣାରେ ନିଜ ଓ ତାଙ୍କ ପରିବାର ସୁରକ୍ଷା ପାଇଁ ପୋଲିସ ଡିଜିଙ୍କୁ ଅନୁରୋଧ କରିଛନ୍ତି ଅନୁଭବ ମହାନ୍ତି ।
BREAKING NEWS
- ଆଜିଠାରୁ ହବିଷ୍ୟାଳୀଙ୍କ ଅନଲାଇନ ଆବେଦନ…
- ଭୂକମ୍ପରେ ଥରିଲା ଆସାମର ନାଗାଓଁ; ତୀବ୍ରତା ୪.୫…
- Redeveloped Kalinga Studio:ପୁନର୍ବିକଶିତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡିଓ’ର ଭବ୍ୟ ଲୋକାର୍ପଣ;ରହିଛି ସ୍ନୋ-ହାଉସ୍ ସହ ଏହି ସମସ୍ତ ବ୍ୟବସ୍ଥା
- Nigeria military aircraft: ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ; ୩୨ ଜଣଙ୍କୁ ନେଇ ଯାଉଥିଲା…
- ରଣଜୀ ଟ୍ରଫି: ଓଡିଶା ଦଳ ଘୋଷଣା, ଶୁଭ୍ରାଂଶୁଙ୍କୁ ପୂନର୍ବାର ଅଧିନାୟକ ଦାୟିତ୍ୱ
- Passenger carrying precious stones:କଷ୍ଟମ୍ସ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ;ବ୍ୟାଙ୍କକରୁ କୋଟିକୋଟି ମୂଲ୍ୟର ମୂଲ୍ୟବାନ ପଥର ଆଣୁଥିବା ଯାତ୍ରୀ ଗିରଫ
- ଭାଇରାଲ ହେଉଛି ଗିଲଙ୍କ ମଜାଦାର ବୟାନ
- ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ

Comments are closed.