Latest Odisha News

କରୋନା ଟିକା ନେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର: କରୋନା ଟିକା ନେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ଆଜି ଏମ୍‌ସଠାରେ କରୋନା ଟିକା ନେଇଛନ୍ତି।

ଏହାସହିତ ସମସ୍ତେ ନିଜ ନିଜର ସମୟ ଆସିଲେ ନିଶ୍ଚିତ ଭାବେ ଏହି ଟିକା ଗ୍ରହଣ କରି ସୁରକ୍ଷିତ ରହିବା ପାଇଁ ସାଂସଦ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି।

Leave A Reply

Your email address will not be published.