ଭୁବନେଶ୍ୱର: ବିଜେଡିର ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ । ସିନିୟର୍ ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଆଜି ଇସ୍ତଫା ଦେଲେ ଦେବାଶିଷ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର ।
ତାଙ୍କୁ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି । ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଦର୍ଶାଇଲେ । ଏବେ ଦେବାଶିଷଙ୍କ ଗତି କେଉଁଆଡେ ରହିବ ସେନେଇ ଜୋର ଧରିଛି ଚର୍ଚ୍ଚା ।
Comments are closed.