ଭୋପାଲ: କରୋନା ସଂକ୍ରମଣ ଲୁଚାଇଲେ ହେବ ଏଫ୍ଆଇଆର୍ । ଏଭଳି କଠୋର ନିର୍ଦ୍ଦେଶ ଦେଇଛନ୍ତି ମଧ୍ୟପ୍ରଦେଶ ସରକାର । ମଧ୍ୟପ୍ରଦେଶରେ ଦିନକୁ ଦିନ ସଂକ୍ରମଣ ବଢ଼ି ଚାଲିଥିବାରୁ ଏହାକୁ ଦୃଷ୍ଟିରେ ରଖି ଏଭଳି କଡା ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ।
ଯଦି କୌଣସି ବ୍ୟକ୍ତି କରୋନା ସଂକ୍ରମଣକୁ ଲୁଚାନ୍ତି ତେବେ ତାଙ୍କ ବିରୋଧରେ ଏଫ୍ଆଇଆର୍ ରୁଜୁ କରିବା ପାଇଁ ସେ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଭୋପାଳ, ଇନ୍ଦୋର ଏବଂ ଉଜୈନର ହଟସ୍ପଟ୍ ଅଞ୍ଚଳକୁ ମଧ୍ୟ ସମ୍ପୂର୍ଣ୍ଣ ସିଲ୍ କରାଯାଇଛି । କରୋନା ସଂକ୍ରମଣରେ ପୀଡିତଥିବା ୧୪ଟି ଜିଲ୍ଲାରେ ଲକ୍ ଡାଉନ୍ କଡାକଡି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ପିଶାଚ ପଡୋଶୀ, ବୃଦ୍ଧାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା
- ‘ରୋମିଓ-ଜୁଲିଏଟ୍ କ୍ଲଜ୍’ କଣ; ଯାହା ଉପରେ ବିଚାର କରିବାକୁ କେନ୍ଦ୍ରକୁ ସୁପ୍ରିକୋର୍ଟଙ୍କ ପରାମର୍ଶ
- ବିଜୟ ହଜାରେ ଟ୍ରଫି: କର୍ଣ୍ଣାଟକ, ସୌରାଷ୍ଟ୍ର ସେମି ଫାଇନାଲରେ
- ଖୋର୍ଦ୍ଧା ପରେ ଢେଙ୍କାନାଳ ବିଦ୍ୟାଳୟରେ ଜଣ୍ଡିସ୍ ଚିହ୍ନଟ
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
- ବିସିବିର ଆଉ ଏକ ମିଛ ଧରିଲା ଆଇସିସି
- ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
- Jagdeep Dhankhar Hospitalised At AIIMS: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏମ୍ସରେ ଭର୍ତ୍ତି; ଗତ ସପ୍ତାହରେ ଦୁଇଥର ଅଚେତ…
- ବସ୍ ସହ ସ୍କୁଟିର ହେଲା ଧକ୍କା ,ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
- ରହିବନି କୋଟା ଓ ଆରଏସି; ବନ୍ଦେ ଭାରତ ସ୍ଲିପର ଟ୍ରେନରେ ମିଳିବ ଏହି ସୁବିଧା…
Comments are closed.