ଭୋପାଲ: କରୋନା ସଂକ୍ରମଣ ଲୁଚାଇଲେ ହେବ ଏଫ୍ଆଇଆର୍ । ଏଭଳି କଠୋର ନିର୍ଦ୍ଦେଶ ଦେଇଛନ୍ତି ମଧ୍ୟପ୍ରଦେଶ ସରକାର । ମଧ୍ୟପ୍ରଦେଶରେ ଦିନକୁ ଦିନ ସଂକ୍ରମଣ ବଢ଼ି ଚାଲିଥିବାରୁ ଏହାକୁ ଦୃଷ୍ଟିରେ ରଖି ଏଭଳି କଡା ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ।
ଯଦି କୌଣସି ବ୍ୟକ୍ତି କରୋନା ସଂକ୍ରମଣକୁ ଲୁଚାନ୍ତି ତେବେ ତାଙ୍କ ବିରୋଧରେ ଏଫ୍ଆଇଆର୍ ରୁଜୁ କରିବା ପାଇଁ ସେ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଭୋପାଳ, ଇନ୍ଦୋର ଏବଂ ଉଜୈନର ହଟସ୍ପଟ୍ ଅଞ୍ଚଳକୁ ମଧ୍ୟ ସମ୍ପୂର୍ଣ୍ଣ ସିଲ୍ କରାଯାଇଛି । କରୋନା ସଂକ୍ରମଣରେ ପୀଡିତଥିବା ୧୪ଟି ଜିଲ୍ଲାରେ ଲକ୍ ଡାଉନ୍ କଡାକଡି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
BREAKING NEWS
- ଭାଲୁକୁଣି ବିସର୍ଜନ ବେଳେ ଅଘଟଣ; DJ ସାଉଣ୍ଡ ବକ୍ସ ପଡ଼ି ୭ ଆହତ
- ଭୂକମ୍ପରେ ଥରିଲା ଓଡ଼ିଶା; ଏହି ସ୍ଥାନରେ ୩.୯ ତୀବ୍ରତାର ଝଟକା…
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା

Comments are closed.