ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ମହାମାରୀର ପ୍ରକୋପ । ଦିନକୁ ଦିନ ଅତ୍ୟନ୍ତ ଉଗ୍ର ରୂପ ନେଇଛି କିଲର ଭାଇରା କରୋନା । ତେଣୁ ଏହାକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଂଚାଇବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ଜେଇଇ, ନିଟ୍ ସହ ଅନ୍ୟ ସମସ୍ତ କମ୍ପିଟେଟିଭ ପରୀକ୍ଷା ଘୁଂଚାଇବାକୁ ସାଂସଦ ଅମର ପଟ୍ଟନାୟକ ଚିଠିରେ ଉଲ୍ଲେଖ କରିଛନ୍ତି ।
ବର୍ତ୍ତମାନ ସାରା ଦେଶରେ ଜାରି ରହିଛି ମହାମାରୀ କରୋନା । ଏଭଳି ସ୍ଥିତିରେ ପରୀକ୍ଷା କରିବା ଠିକ୍ ନୁହେଁ ବୋଲି ସାଂସଦ କହିଛନ୍ତି । ଏହାସହ ପରୀକ୍ଷା ସମୟରେ ପରୀକ୍ଷା କେନ୍ଦ୍ର ବାହାରେ ଜନଗହଳି ନିୟନ୍ତ୍ରଣ କରିବା ସମ୍ଭବ ନୁହେଁ । ଜଣେ ଯଦି କରୋନା ଭାଇରସ ସଂକ୍ରମଣ କବଳରେ ଆସିଯାଆନ୍ତି ତେବେ ତାହା ସମସ୍ତଙ୍କ ପାଇଁ ବିପଦ ସୃଷ୍ଟି କରିପାରେ ବୋଲି ସାଂସଦ ଚିଠିରେ ଉଲ୍ଲେଖ କରିଛନ୍ତି ।
BREAKING NEWS
- ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ
- ପୂନର୍ବାର ଚର୍ଚ୍ଚାରେ ପନ୍ତ-ଗୋୟଙ୍କାଙ୍କ ଆଲୋଚନା
- ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
Comments are closed.