ଭୁବନେଶ୍ୱର : ଓଡିଶା ପ୍ରଦେଶ କଂଗ୍ରେସର ଭିନ୍ନକ୍ଷମ ପ୍ରକୋଷ୍ଠର ଅଧ୍ୟକ୍ଷ ନିଯୁକ୍ତି । ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଓଡିଶା ପ୍ରଦେଶ କଂଗ୍ରେସ କମିଟିର ଭିନ୍ନକ୍ଷମ ପ୍ରକୋଷ୍ଠର ଅଧ୍ୟକ୍ଷ ଭାବେ ଜିତେନ୍ଦ୍ର ବିଶ୍ୱାଳଙ୍କୁ ନିଯୁକ୍ତି ଦେଇଛନ୍ତି । ଶ୍ରୀ ବିଶ୍ୱାଳ ଆଗାମୀ ଦିନରେ ରାଜ୍ୟରେ ଥିବା ଭିନ୍ନକ୍ଷମ ବନ୍ଧୁ ମାନଙ୍କୁ ସଂଙ୍ଗଠିତ କରି କଂଗ୍ରେସ ଦଳ ମାଧ୍ୟମରେ ସେମାନଙ୍କର ବିଭିନ୍ନ ସମସ୍ୟାକୁ ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ବୋଲି ପିିସିସି ଉପ ସଭାପତି ଶ୍ରୀ ଯଜେ୍ଞଶ୍ୱର ବାବୁ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।
BREAKING NEWS
- ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ କଟକଣା, ୬ ଦିନ ଯାଏଁ ବନ୍ଦ ରହିବ ଏହି ସବୁ ରାସ୍ତା
- ଅଡ଼ୁଆରେ ଅଭିନେତା ଇମ୍ରାନ ଖାନ; ‘ଲୁକ୍ ଆଉଟ୍ ସର୍କୁଲାର୍’ ଜାରି କରିବାକୁ ବିଜେପି ନେତାଙ୍କ ଦାବି
- ରଣଜୀ ଟ୍ରଫି: ବାଦଲଙ୍କ ପ୍ରଥମ ଥର ପାଇଁ ୫ ୱିକେଟ୍ ସଫଳତା, କିନ୍ତୁ ଗୁଜରାଟ ବିପକ୍ଷରେ ସଙ୍କଟରେ ଓଡ଼ିଶା
- ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର କ୍ୟାପ୍ଟେନ୍ ହୋଇପାରନ୍ତି ରୋହିତ ଶର୍ମା, ଜାଣନ୍ତୁ କାରଣ
- ନୂଆ IPL ପୂର୍ବରୁ ମାଷ୍ଟରଷ୍ଟ୍ରୋକ୍, ଦିଲ୍ଲୀ କ୍ୟାପିଟାଲ୍ସରେ ଯୁବରାଜ
- Smartphone Scrolling: ଅଧ୍ୟୟନରୁ ଲୁକ୍କାୟିତ ସମସ୍ୟା
- ଗୋଟିଏ ଓଭରରେ ୫ଟି ୱିକେଟ ନେଲେ ଦକ୍ଷିଣ ଆଫ୍ରିକାର ଏହି ବୋଲର
- ଐତିହାସିକ ବାଲିଯାତ୍ରାରେ ପ୍ଲାଷ୍ଟିକ୍ ବ୍ୟବହାରକୁ ନା, ନିୟମ ଭାଙ୍ଗିଲେ ଗଣିବାକୁ ପଡ଼ିବ ଜରିମାନା
- କେନ୍ଦ୍ର ସଂସଦୀୟ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ଏଲ୍ ମୁରୁଗାନଙ୍କ ଇସ୍ତଫା
- ଆସନ୍ତୁ ଜାଣିବା ମୋବାଇଲ ଓ ଲ୍ୟାପଟପ ଯୋଗୁ କିପରି ପ୍ରଭାବିତ ହୁଏ ପୁରୁଷଙ୍କ ଫର୍ଟିଲିଟି

Comments are closed.