ସମ୍ବଲପୁର : ସମ୍ବଲପୁର ବରାଇପାଲିରେ ଚାଞ୍ଚଲ୍ୟ । ବସ୍ତା ଭିତରୁ ମିଳିଛି ଯୁବକଙ୍କ କ୍ଷତାକ୍ତ ମୃତଦେହ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଯୁବକଙ୍କୁ ହତ୍ୟା ପରେ ବସ୍ତାରେ ପୂରାଇ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ତେବେ ଯୁବକଙ୍କ ପରଚିୟ ମିଳିନଥିବା ବେଳେ, ତାଙ୍କୁ କିଏ ଓ କାହିଁକି ହତ୍ୟା କଲା ତାହା ଜଣାପଡିନାହିଁ । ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛନ୍ତି ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.