ଭୁବନେଶ୍ୱର : ଭୁବନେଶ୍ୱରର ଏକ ହୋଟେଲରେ ବସନ୍ତ ନାୟକ ଏଣ୍ଟରଟେନମେଣ୍ଟ ମାଧ୍ୟମରେ ଏକ ମଡର୍ଣ୍ଣ ମ୍ୟୁଜିକ ଆଲବମ “ଦିଲ ବେଚାରା” ରିଲିଜ ହୋଇଯାଇଛି । ପ୍ରେମ ମ୍ୟୁଜିକ ମାଧ୍ୟମରେ ଏହି ପ୍ରଡକ୍ସନ ହାଉସର ପ୍ରେମ ଅଡିଓ ଅଫିସିଆଲ ପକ୍ଷରୁ ପକ୍ଷରୁ “ଛକିଶୁନ” ନାମକ ମ୍ୟୁଜିକ ଭିଡିଓ ରିଲିଜ କରିଛି।
ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ବଲିଉଡର ସଙ୍ଗୀତ ନିର୍ଦ୍ଦେଶକ ଶ୍ରବଣ ଜି ଯୋଗ ଦେଇଥିଲେ। ଏହି ଉତ୍ସବରେ ଓଲିଉଡ ଜଗତର ଅନେକ କଳାକାର, ସଂଗୀତ ନିର୍ଦ୍ଦେଶକ , ଗୀତିକାର ଏବଂ କଣ୍ଠଶିଳ୍ପୀ ଯୋଗ ଦେଇଥିଲେ ।
BREAKING NEWS
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
- MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି
- ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ
- ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି
- ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
- ଭୁବନେଶ୍ୱରରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ଉ: କାର୍ରୁ ୫୨୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

Comments are closed.