ଭୁବନେଶ୍ୱର: ବରମୁଣ୍ଡ ଓଭରବ୍ରିଜ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହକୁ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ । ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ପୋଷ୍ଟମର୍ଟମ ପାଇଁ ପଠାଇଛି । ତାଙ୍କ ଦେହରେ କ୍ଷତ ଚିହ୍ନ ରହିଛି ।
ମୃତକଙ୍କ ପରିଚୟ ମିଳି ପାରିନାହିଁ । ମୃତଦେହ ଉଦ୍ଧାର ହୋଇଥିବା ସ୍ଥାନ ନିକଟ ନାଳରୁ ଗୋଟିଏ କଳା ରଙ୍ଗର ବାଇକ୍ ମିଳିଛି । ଗାଡ଼ି ନମ୍ୱର ରହିଛି OD02Q-2965। ଦୁର୍ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି ନା କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଛି ଏଯାଏ ସ୍ପଷ୍ଟ ହୋଇନି । ପୋଲିସ ତଦନ୍ତ କରୁଛି । ପୋଷ୍ଟମର୍ଟମ ରିପୋର୍ଟ ଆସିଲେ ପ୍ରକୃତ ତଥ୍ୟ ସାମନାକୁ ଆସିବ ।
BREAKING NEWS
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
Comments are closed.