ଭୁବନେଶ୍ୱର: ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ଅସମ୍ଭବକୁ ସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିପଟେ ଏମିତି ବହୁ ରହସ୍ୟ ରହିଛି । ଯାହା ଭେଦ କରିବା ସମ୍ଭବ ହୋଇପାରିନି । ଏମିତି ଏକ ବାଙ୍କେବିହାରୀଙ୍କ ମନ୍ଦିର ରହିଛି । ଯେଉଁଠି ଭଗବାନ କୃଷ୍ଣଙ୍କୁ ୨ମିନଟରୁ ଅଧିକ ଦେଖିବା ସମ୍ଭବ ନୁହେଁ । ପ୍ରତି ଦୁଇ ମିନିଟକୁ ଥରେ ଏଠାରେ ପରଦା ଦିଆଯାଏ । ହେଲେ ତାର ରହସ୍ୟ କଣ କାହାକୁ ବି ଜଣାନାହିଁ । ରହସ୍ୟଜନକ ଏହି ଖବରକୁ ନେଇ ଆଜି ଦେଖିବା ଏହି ରିପୋର୍ଟ. . .
BREAKING NEWS
- Minister warns Andhra: କୋଟିଆକୁ ନେଇ ମନ୍ତ୍ରୀଙ୍କ କଡା ଚେତାବନୀ, କହିଲେ, ‘ଏବେ ମାଆ ଅଛି, ମାଉସୀ ଦରକାର ନାହିଁ…’
- Kolkata Stampede: ମା’ଙ୍କୁ ଦର୍ଶନ କରିବାକୁ ଯାଇଥିଲେ, ସବୁଦିନ ପାଇଁ ମାଆ ଛେଉଣ୍ଡ ହୋଇଗଲେ! କୋଲକାତା ଦଳାଚକଟାର ଛାତିଥରା କାହାଣୀ…
- ୬୫.୯୧ ଲକ୍ଷ ସରକାରୀ ପାଣ୍ଠି ଆତ୍ମସାତ୍; ବରିଷ୍ଠ କିରାଣିଙ୍କ ସହ ୩ ଗିରଫ
- ରାଜ୍ୟର ୭ ଜିଲ୍ଲାରେ ଝଡବର୍ଷା ସମ୍ଭାବନା…
- MKCGରେ ଦୀର୍ଘ ୭ ଦିନ ପରେ ଆଖି ବୁଜିଲେ ଯୋଡ଼ା ମୁଣ୍ଡ ଶିଶୁ…
- Elephant Death: ୮ ଦିନରୁ ଅସୁସ୍ଥ ଥିବା ଦନ୍ତାହାତୀର ଚାଲିଗଲା ଜୀବନ;ଛୋଟେଇ ଛୋଟେଇ ଚାଲୁଥିଲା ଦନ୍ତା
- ବୈଭବ ସୂର୍ଯ୍ୟବଂଶୀଙ୍କୁ ଅପେକ୍ଷା କରିବାକୁ ପଡ଼ିବ, ଆମ ପାଖରେ ଦୁଇଜଣ ଚମତ୍କାର ଏବଂ ସ୍ଥିର ପ୍ରଦର୍ଶନ କରୁଥିବା ଓପନର୍ ଅଛନ୍ତି: ଶ୍ରେୟସ ଆୟର
- Kolkata stampede: ବନ୍ଦ ହେବ କୋଲକାତାରେ ପୂଜା ମଣ୍ଡପ? ପୋଲିସର ବଡ଼ ନିର୍ଦ୍ଦେଶ…ମୁଖ୍ୟମନ୍ତ୍ରୀ କହିଲେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହ ସରକାରୀ ଚାକିରି!
- Odisha’s new Governor:ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ;ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି
- ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା!୪ କି.ମି.ଖଟିଆରେ ବୁହାହେଲେ ମା’ ଓ ନବଜାତ ଶିଶୁ


Comments are closed.