ସିମଲା: ଭାରତ ଏକ ରହସ୍ୟମୟ ଦେଶ । ଏଠାରେ ବିଭିନ୍ନ ସ୍ଥାନରେ ଅଦ୍ଭୁତପୂର୍ଣ୍ଣ ବିଶ୍ୱାସ ଏବଂ ଘଟଣା ଦେଖିବାକୁ ମିଳେ । ହିମାଚଳ ପ୍ରଦେଶର କମୁରାନାଗ ହ୍ରଦ ଏ ଭଳି ଏକ ସ୍ଥାନ । କମରୁନାଗ ମନ୍ଦିର ନିକଟରେ ଥିବା ଏହି ହ୍ରଦରେ କୋଟି କୋଟି ଟଙ୍କାର ଧନ ସମ୍ପତି ପଡି ରହିଛି । ତାହା ପୁଣି ବିନା ସୁରକ୍ଷା ବ୍ୟବସ୍ଥାରେ, ତଥାପି ଆଜି ପର୍ଯ୍ୟନ୍ତ ଏହାକୁ ନେବା ପାଇଁ କେହି ଉଦ୍ୟମ କରି ନାହାନ୍ତି ।
ଏବେ ବି କମୁରାନାଗ ମନ୍ଦିରରେ ମନୋସ୍କାମନା ପୂରଣ କରିବା ପାଇଁ ଭକ୍ତମାନେ ଏହି ହ୍ରଦରେ ଟଙ୍କା, ସୁନା, ରୂପା ଏବଂ ହୀରା ପକାଇଥାନ୍ତି । ହ୍ରଦରେ ସୁରକ୍ଷା ନାଗ ଦେବତା କରୁଥିବା ବିଶ୍ୱାସ ରହିଥିବାରୁ ଏହା ମଧ୍ୟକୁ କେହି କେବେ ଯାଇ ନ ଥାନ୍ତି । ୧୪-୧୫ ଜୁନରେ ଏଠାରେ ଦେଶର ବିଭନ୍ନ ସ୍ଥାନରୁ ଭକ୍ତମାନେ ଆସିଥାନ୍ତି ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫ୍ଙ୍କୁ ଗୁଳିମାଡ଼ ଘଟଣା: ୧୬ ଘଣ୍ଟା ଭିତରେ ୩ ଅଭିଯୁକ୍ତ ଗିରଫ
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ

Comments are closed.