Latest Odisha News

ମାଆ ହାଟକୋଟି ମନ୍ଦିରରେ ରହସ୍ୟ କଳସ

ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ସମ୍ଭବକୁ ଅସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିଟେ ଏମିତି ବହୁ ରହସ୍ୟ ରହିଛି । ଆଉ ସେମିତି ଏକ ରହସ୍ୟ ଦେଖିବା.. ମାଆ ହାଟକୋଟି ମନ୍ଦିରରେ

Leave A Reply

Your email address will not be published.