Latest Odisha News

BREAKING NEWS

ସାମୁଦ୍ରିକ ଝଡ ‘ଫନି’ ପ୍ରଭାବରେ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର : ସାମୁଦ୍ରିକ ଝଡ ‘ଫନି’ ପ୍ରଭାବରେ ଭୁବନେଶ୍ୱର ଉପକଣ୍ଠସ୍ଥ ‘ନନ୍ଦନକାନନ ପ୍ରାଣୀ ଉଦ୍ୟାନ’ ମେ’ ୨ ତାରିଖରୁ ୪ ତାରିଖ ଯାଏଁ ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିବ ।

ମିଳିଥିବା ସୂଚନାନୁଯାୟୀ ଚିଡିଆଖାନାର ପଶୁପକ୍ଷୀ, ଜୀବଜନ୍ତୁ ତଥା ପର୍ଯ୍ୟଟକଙ୍କ ସୁରକ୍ଷା ଲାଗି ନନ୍ଦନକାନନ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ଗ୍ରହଣ କରିଥିବା ନେଇ ଜଣାପଡିଛି।

Leave A Reply

Your email address will not be published.