Latest Odisha News

BREAKING NEWS

ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ

ଭୁବନେଶ୍ୱର: ଅକ୍ଟୋବରରେ ଖୋଲିପାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନ । ଏ ନେଇ ଆଜି ନିର୍ଦ୍ଦେଶକ ଶଶୀ ପଲ୍ ସୂଚନା ଦେଇଛନ୍ତି ।

କୋଭିଡ ନିୟମ ଭିତରେ ଏହାକୁ ଖୋଲିବା ନେଇ ନିଷ୍ପତ୍ତି ହୋଇଥିବା ବେଳେ ନିର୍ଦ୍ଦିଷ୍ଟ କେଉଣ ଦିନରେ ଖୋଲିବ, ଏକ ସଙ୍ଗରେ କେତେ ପର୍ଯ୍ୟଟକ ଭିତରକୁ ଯାଇପାରିବେ ସେ ନେଇ ନିଷ୍ପତ୍ତି ନିଆଯାଇନାହିଁ ।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ମାର୍ଚ୍ଚ ମାସରୁ ନନ୍ଦନକାନନକୁ ବନ୍ଦ ରଖାଯାଇଛି ।

Leave A Reply

Your email address will not be published.