କଟକ : କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ବଦଳି । କଟକ ଜିଲ୍ଲାପାଳ ଭବାନୀ ଶଙ୍କରଙ୍କର ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ନରହରି ସେଠୀ ହେଲେ କଟକ ଜିଲ୍ଲାପାଳ । ଭବାନୀ ଶଙ୍କରଙ୍କ ସ୍ଥାନରେ ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ବର୍ତ୍ତମାନ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଅଛନ୍ତି ନରହରି ।
BREAKING NEWS
- ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପଦୋନ୍ନତି
- ହାତୀରେ ବସି ଧନୁଯାତ୍ରାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ; ବରଗଡ଼କୁ ଦେଲେ ୧୩୬୨ କୋଟିର ଭେଟି
- ୭୯ ଲକ୍ଷ ଟଙ୍କା ହେରଫେର୍ ମାମଲାରେ ଯମନକିରା ଲ୍ୟାମ୍ପସର ପୂର୍ବତନ ଏମ୍ଡି ଗିରଫ
- ସାମୀଙ୍କୁ ନେଇ ଚୟନ କମିଟିଙ୍କ ୟୁ ଟର୍ଣ୍ଣ, ଖେଳି ପାରନ୍ତି ନ୍ୟୁଜିଲାଣ୍ଡ ବିପକ୍ଷ ସିରଜ
- ‘ବ୍ୟାଟଲ୍ ଅଫ୍ ଗାଲୱାନ୍’ ଟିଜର ରିଲିଜ୍; ଚିହିଁକିଲା ଚୀନ
- ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା
- January 2026 Five Rare Rajyog:ଜାନୁଆରୀରେ ୫ଦୁର୍ଲଭ ରାଜଯୋଗ;ଏହି ରାଶିମାନଙ୍କ ଫିଟିବ ଭାଗ୍ୟ
- ତାମିଲନାଡୁରେ ଓଡ଼ିଆଙ୍କ ମୃତ୍ୟୁ; ତଦନ୍ତ ପାଇଁ ଅଧିକାରୀଙ୍କୁ ପଠାଇଲେ ମୁଖ୍ୟମନ୍ତ୍ରୀ
- ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ପରିବହନ ବିଭାଗ
- ରଣବୀରଙ୍କ ସ୍ଥାନରେ ହ୍ରିତିକ ହୋଇ ପାରନ୍ତି ଡନ
Comments are closed.