ଭୁବନେଶ୍ୱର: ୟେସ୍ ବ୍ୟାଙ୍କରେ ଜଗନ୍ନାଥଙ୍କ ଟଙ୍କା ଜମା ପ୍ରଙ୍ଗରେ ଆଜି ଗୃହରେ ହଙ୍ଗାମା ହୋଇଛି । ଏହି ପ୍ରସଙ୍ଗରେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ୟେସ୍ ବ୍ୟାଙ୍କ ଦେବାଳିଆ ସ୍ଥିତିରେ ଅଛି ବୋଳି ରାଜ୍ୟ ସରକାର କେମିତି ଜାଣିପାରିଲେ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି ।
ଏଥିସହ କେଉଁ ପରିସ୍ଥିତିରେ ଜଗନ୍ନାଥଙ୍କ ଟଙ୍କା ୟେସ୍ ବ୍ୟାଙ୍କରେ ଜମା ହେଲା । ହାଉସ କମିଟି ଗଠନ କରାଯାଇ ଏହାର ତଦନ୍ତ କରାଯାଉ ବୋଲ ନରସିଂହ କହିଛନ୍ତି । ଯଦି ତିରୁପତି ଟ୍ରଷ୍ଟ ଆଗୁଆ ଜାଣିପାରି ୟେସ୍ ବ୍ୟାଙ୍କରୁ ୧୩ଶହ କୋଟି ଟଙ୍କା ଉଠାଇବାରେ ସକ୍ଷମ ହେଲା, ତେବେ ଓଡ଼ିଶା ସରକାର କାହିଁକି ନୁହେଁ ବୋଲି ନରସିଂହ ପ୍ରଶ୍ନ କରିଛନ୍ତି ।
BREAKING NEWS
- ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ
- ଚେନ୍ନାଇର କ୍ରମାଗତ ଦ୍ୱିତୀୟ ପରାଜୟ
- Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ
- Earthquake: ଥରିଲା ଉତ୍ତର ଭାରତ;ଭୂମିକମ୍ପର କେନ୍ଦ୍ରସ୍ଥଳ…
- West Bengal Polls: ସରକାରୀ ଅଧିକାରୀ ମମତା ବାନାର୍ଜୀଙ୍କ ଦଳ ପାଇଁ ପ୍ରଚାର କରୁଥିଲେ; ECIର କାର୍ଯ୍ୟାନୁଷ୍ଠାନ ଗ୍ରହଣ
- Terror module:ପାକ୍ ହ୍ୟାଣ୍ଡଲରଙ୍କ ସହ ଲିଙ୍କ୍ ଥିବା ‘ଆତଙ୍କବାଦୀ ମଡ୍ୟୁଲ୍’ର ୪ସଦସ୍ୟଙ୍କୁ ଗିରଫ କଲା ATS
- ମାଲଦାରେ ୭ ନ୍ୟାୟିକ ଅଧିକାରୀଙ୍କୁ ଘେରାଉ ଘଟଣା; ମାଲଦାରେ ଯାଞ୍ଚ କରୁଛି ଏନଆଇଏ ଟିମ୍
- ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ
- ଅଧିନାୟକ ପଦ ହରାଇବେ କି ରାହାଣେ
- ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ
Comments are closed.