ଭୁବନେଶ୍ୱର: ୟେସ୍ ବ୍ୟାଙ୍କରେ ଜଗନ୍ନାଥଙ୍କ ଟଙ୍କା ଜମା ପ୍ରଙ୍ଗରେ ଆଜି ଗୃହରେ ହଙ୍ଗାମା ହୋଇଛି । ଏହି ପ୍ରସଙ୍ଗରେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ୟେସ୍ ବ୍ୟାଙ୍କ ଦେବାଳିଆ ସ୍ଥିତିରେ ଅଛି ବୋଳି ରାଜ୍ୟ ସରକାର କେମିତି ଜାଣିପାରିଲେ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି ।
ଏଥିସହ କେଉଁ ପରିସ୍ଥିତିରେ ଜଗନ୍ନାଥଙ୍କ ଟଙ୍କା ୟେସ୍ ବ୍ୟାଙ୍କରେ ଜମା ହେଲା । ହାଉସ କମିଟି ଗଠନ କରାଯାଇ ଏହାର ତଦନ୍ତ କରାଯାଉ ବୋଲ ନରସିଂହ କହିଛନ୍ତି । ଯଦି ତିରୁପତି ଟ୍ରଷ୍ଟ ଆଗୁଆ ଜାଣିପାରି ୟେସ୍ ବ୍ୟାଙ୍କରୁ ୧୩ଶହ କୋଟି ଟଙ୍କା ଉଠାଇବାରେ ସକ୍ଷମ ହେଲା, ତେବେ ଓଡ଼ିଶା ସରକାର କାହିଁକି ନୁହେଁ ବୋଲି ନରସିଂହ ପ୍ରଶ୍ନ କରିଛନ୍ତି ।
BREAKING NEWS
- ଡରିବିନି ଡିସେମ୍ବରରେ ବାଂଲାଦେଶ ଯିବି, ‘ଭୟ ମୋର କର୍ତ୍ତବ୍ୟ ସ୍ଥିର କରିପାରିବ ନାହିଁ’ : ହସିନା
- ଅକ୍ଟୋବରରେ ୨୩ରେ ‘ପିପୁଲ୍ ଏଗେନଷ୍ଟ SIR’ ପକ୍ଷରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା
- ଶ୍ରୀମନ୍ଦିରରେ ମା’ ବିମଳା ଦେବୀଙ୍କ ବିଶେଷ ନୀତି; କାଲି ସକାଳ ୮ଟାରୁ ଦର୍ଶନ ଆରମ୍ଭ
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

Comments are closed.