ରାଉରକେଲା: ନବରାତ୍ର ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ମା’ବୈଷ୍ଣୋଦେବୀ ଙ୍କ ପୀଠ। ୯ଦିନ ବ୍ୟାପୀ ଏହି ପୀଠରେ ପାରମ୍ପରିକ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ଚାଲିଛି। ଏହି ନବରାତ୍ରରେ ମାଆଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ଆଜି ପଞ୍ଚମ ଦିନରେ ସ୍କନ୍ଦମାତାଙ୍କ ବେଶରେ ମା’ ଦର୍ଶନ ଦେଇଥାନ୍ତି। ସକାଳୁ ଆଳତୀ ସହ ହାଲୱା ଓ ଚଣା ପ୍ରସାଦ ବଣ୍ଟା ଯାଇଥାଏ। କୋରନା କଟକଣା ମାନି ମା’ଙ୍କ ପୂଜାର୍ଚ୍ଚନା କରାଯାଉଛି।
ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାସ୍ଥିତ ଦୁର୍ଗାପୂର ପାହାଡ଼ରେ ତିଆରି ହୋଇଛି ମା’ ବୈଷ୍ଣୋଦେବୀ ମନ୍ଦିର। ପ୍ରାକୃତିକ ଗୁମ୍ଫାରେ ରହିଛନ୍ତ ମାଆ। ଏହା କେବଳ ଜିଲ୍ଲା ନୁହେଁ, ଓଡ଼ିଶା ତଥା ଓଡ଼ିଶା ବାହାରୁ ମଧ୍ୟ ବହୁ ଭକ୍ତ ଏଠାକୁ ଆସିଥାନ୍ତି। ମା’ଙ୍କ ଦର୍ଶନ କଲେ ଭକ୍ତଙ୍କ ମନସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏହି ନଅଦିନରେ ମା’ ୯ସ୍ୱରୂପକୁ ପୂଜା କରାଯାଇଥାଏ। ୭ତାରିଖରୁ ଆରମ୍ଭ ହୋଇଥିବାବେଳେ ୧୪ତାରିଖ ପର୍ଯ୍ୟନ୍ତ ଚାଲିବ।
BREAKING NEWS
- ଚେନ୍ନାଇର ହ୍ୟାଟ୍ରିକ ପରାଜୟ: ଟିମ ଡେଭିଡ, ପାଡିକଲଙ୍କ ବିସ୍ଫୋରକ ବ୍ୟାଟିଂ
- Trump threatens: ମଙ୍ଗଳବାର ପାୱାର ପ୍ଲାଣ୍ଟ ଧ୍ୱଂସ ହୋଇଯିବ… ଇରାନ ହୋର୍ମୁଜ୍ ଯଦି ନ ଖୋଲେ;ଇରାନକୁ ଟ୍ରମ୍ପ୍ଙ୍କ ଅଶାଳୀନ ଗାଳି
- ଶିକ୍ଷା ବ୍ୟବସ୍ଥାର ଅବ୍ୟବସ୍ଥା ମଧ୍ୟରେ ନୂଆ ନୀତି; ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ନେଇ ଚିନ୍ତା ବୃଦ୍ଧି..
- Revenue Service: ହ୍ବାଟସଆପରେ ହେବ ରାଜସ୍ୱ ସେବା ସମ୍ପର୍କିତ ଅଭିଯୋଗ ଗ୍ରହଣ
- Palasa- Ichchapuram: ଭାରତୀୟ ରେଳବାଇର ସ୍ପଷ୍ଟୀକରଣ;ପ୍ରଭାବିତ ହେବନାହିଁ ପୂର୍ବତଟ ରେଳବାଇର ରାଜସ୍ବ ଆୟ
- ଧୋନୀ କେବେ ଖେଳିବେ କହିଲେ ରିତୁରାଜ
- ବେଙ୍ଗାଲୁରୁ-ଦିଲ୍ଲୀ ଇଣ୍ଡିଗୋ ବିମାନରେ ବୋମା ଧମକ…
- ବିପୁଳ ପରିମାଣର କଫ୍ ସିରଫକୁ ଚାଲାଣ ବେଳେ ଜବତ, ୨ ଅଟକ
- Bengali actor Rahul death:ବଙ୍ଗୀୟ ଅଭିନେତା ରାହୁଲଙ୍କ ମୃତ୍ୟୁ ମାମଲା; ପତ୍ନୀ ୫ ଜଣଙ୍କ ବିରୋଧରେ ଏତଲା ଦେଲେ
- ହାଇଦ୍ରାବାଦକୁ ହରାଇଲା ଲକ୍ଷ୍ନୌ: ପନ୍ତଙ୍କ ଅର୍ଦ୍ଧଶତକ
Comments are closed.