ଭୁବନେଶ୍ୱର : ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ । ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନିଜଣ ଛାତ୍ରଙ୍କର ମୃତ୍ୟୁ ହୋଇ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ଦୁଇଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହା ସହ ଦୁର୍ଘଟଣାରେ ଆହତ ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
BREAKING NEWS
- ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ଅଭିଯାନ; ୧୦ ହଜାରରୁ ଅଧିକ ମହିଳାଙ୍କୁ କିଟ୍ ଓ ସଚେତନତା ବାଣ୍ଟିଲା ଟିପିଏସ୍ଓଡିଏଲ୍
- ବିଜେଡିକୁ ଶକ୍ତ ଝଟ୍କା, ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା
- ଅପରେସନ ସାଇବର କବଚ: ୩୪,୧୦୧ଟି ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୩୩୬ ଜଣ ଗିରଫ
- ଏଥର ଟି୨୦ରେ ବୁମରାହଙ୍କୁ କମ ଦେଖିବାକୁ ମିଳିବ
- ଟି୨୦ ବିଶ୍ୱକପ: ଭାଙ୍ଗିଲା ଏହି ସବୁ ରେକର୍ଡ
- ଗୁଜରାଟ ଟାଇଟାନ୍ସର ବ୍ୟାଟିଂ କୋଚ ହେଲେ ମାଥ୍ୟୁ ହେଡେନ
- Nyaya Sanhita Exhibition: ଆଉ ଦୁଇ ଦିନ ବଢିଲା ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ
- ଭିତ୍ତିଭୂମି ନିର୍ମାଣରେ ଓଡ଼ିଶା ତୁଳନାରେ ଆଗୁଆ ଅଛି ଆନ୍ଧ୍ର: ବିଦ୍ୟୁତ ରିପୋର୍ଟ
- ରାଜ୍ୟରେ ଦାଦନ ଶ୍ରମିକ ବୃଦ୍ଧି, ବର୍ଷକରେ ବଢିଲେଣି ୨୨ ହଜାର ପ୍ରବାସୀ
- Youth Commits Suicide: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
Comments are closed.