Latest Odisha News

BREAKING NEWS

ସହିଦ ଓଡିଆ ଯବାନଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର : ଜମ୍ମୁ-କାଶ୍ମୀରରେ ଆତଙ୍କବାଦୀଙ୍କ ଆଇଇଡି ବିସ୍ଫୋରଣରେ ସହିଦ ହୋଇଥିବା ଓଡିଆ ଯବାନ ଅଜିତ କୁମାର ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ୨୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ଆହୁରି ମଧ୍ୟ ଆତଙ୍କବାଦୀଙ୍କ କାର୍ଯ୍ୟକଳାପକୁ ନିନ୍ଦା କରି ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି “ସହିଦ ଯବାନ ଅଜିତ ସାହୁ ଦେଶର ସୁରକ୍ଷା ଓ ଏକତା ପାଇଁ ଚରମ ତ୍ୟାଗ ଓ ବଳିଦାନ ଦେଇଛନ୍ତି” ।

ଏନେଇ ନବୀନ ଟ୍ୱିଟ୍ କରିଛନ୍ତି ।

Leave A Reply

Your email address will not be published.