ଭୁବନେଶ୍ୱର: ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ରବିବାର ଦିନ ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ନିଯୁକ୍ତ କରିଛନ୍ତି ।
ଏସମ୍ପର୍କରେ ସାଧାରଣ ସମ୍ପାଦକ (ମିଡିଆ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି।
ସେହିପରି ବାଙ୍କି ବିଧାୟକ ଦେବୀରଞ୍ଜନ ତ୍ରୀପାଠିଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ।
ଅଧିକ ପଢନ୍ତୁ- ପୁନର୍ଗଠିତ ହେଲା ବିଜେଡି ଛାତ୍ର ଶାଖା
Comments are closed.