Latest Odisha News

BREAKING NEWS

ବିଜୁ ଯୁବ ଜନତା ଦଳର ସଭାପତି ହେଲେ ଚାନ୍ଦବାଲି ବିଧାୟକ

ଭୁବନେଶ୍ୱର: ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ରବିବାର ଦିନ ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ନିଯୁକ୍ତ କରିଛନ୍ତି ।

ଏସମ୍ପର୍କରେ ସାଧାରଣ ସମ୍ପାଦକ (ମିଡିଆ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି।

ସେହିପରି ବାଙ୍କି ବିଧାୟକ ଦେବୀରଞ୍ଜନ ତ୍ରୀପାଠିଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ।

ଅଧିକ ପଢନ୍ତୁ- ପୁନର୍ଗଠିତ ହେଲା ବିଜେଡି ଛାତ୍ର ଶାଖା

Leave A Reply

Your email address will not be published.