ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦିକ୍ଷିତଙ୍କ ଦେହାନ୍ତରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି ।
ଏହି ବିଶିଷ୍ଟ ବ୍ୟକ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଗଭୀର ଶୋକପ୍ରକାଶ କରିଛନ୍ତି।
Deeply saddened to learn about the passing away of former Delhi Chief Minister, Kerala Governor & veteran leader #SheilaDikshit. Heartfelt condolences to the bereaved family and friends. Pray for peace to the departed soul.
— Naveen Patnaik (@Naveen_Odisha) July 20, 2019
ସୂଚନାଯୋଗ୍ୟ, ନୂଆଦିଲ୍ଲୀର ଏକ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଶନିବାର ଦିନ ଏହି ବରିଷ୍ଠ କଂଗ୍ରେସ ନେତ୍ରୀଙ୍କ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିବା ନେଇ ଜଣାପଡିଛି ।
Comments are closed.