Latest Odisha News

BREAKING NEWS

ବେଦ ପ୍ରକାଶ ଅଗ୍ରୱାଲଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି ।

ଏହି ବିଶିଷ୍ଟ ବ୍ୟକ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ସୂଚନାଯୋଗ୍ୟ, ଜଣେ ପ୍ରଖ୍ୟାତ ରାଜନୈତିଜ୍ଞ ତଥା କେନ୍ଦ୍ରାପଡା ଜିଲ୍ଲା ପାଟକୁରା ବିଧାନସଭା ଆସନରୁ ବିଧାୟକ ଭାବେ ରହିଥିବା ବେଦ ପ୍ରକାଶ ଚଳିତ ବର୍ଷ ତୃତୀୟ ଥର ପାଇଁ ନିଜ ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢିଥାନ୍ତେ । ସ୍ୱର୍ଗତଃ ଅଗ୍ରୱାଲ୍ ୨୦୦୯ ଓ ଏବଂ ୨୦୧୪ରେ ଏହି ନିର୍ବାଚନମଣ୍ଡଳୀରୁ ଦୁଇ ଦୁଇ ଥର ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.