ନୂଆଦିଲ୍ଲୀ : ମୋଦିଙ୍କ ମନ୍ତ୍ରୀମଣ୍ଡଳରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଓଡିଶାର ୨ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କୁ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।
ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରିଛନ୍ତି ।
Congratulate @dpradhanbjp ji and @pcsarangi ji on being sworn in as Union ministers. Wish you success in living upto the aspirations of every single Indian and presenting the voice of #Odisha at Center.
— Naveen Patnaik (@Naveen_Odisha) May 31, 2019
ପୂର୍ବପରି ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତ୍ରୀପଦ ବଜାୟ ରହିଥିବାବେଳେ ବାଲେଶ୍ୱରର ସାଂସଦ ପ୍ରତାପ ଷଡଙ୍ଗୀ ମୋଦି ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ସାମିଲ ହୋଇଛନ୍ତି ।
Comments are closed.