Latest Odisha News

BREAKING NEWS

ନବନିଯୁକ୍ତ ଓଡିଶାର ୨ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ : ମୋଦିଙ୍କ ମନ୍ତ୍ରୀମଣ୍ଡଳରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଓଡିଶାର ୨ ବିଜେପି ନେତା ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କୁ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।

ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରିଛନ୍ତି ।

ପୂର୍ବପରି ଧର୍ମେନ୍ଦ୍ର ପ୍ରଧାନଙ୍କ ମନ୍ତ୍ରୀପଦ ବଜାୟ ରହିଥିବାବେଳେ ବାଲେଶ୍ୱରର ସାଂସଦ ପ୍ରତାପ ଷଡଙ୍ଗୀ ମୋଦି ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ସାମିଲ ହୋଇଛନ୍ତି ।

Leave A Reply

Your email address will not be published.