Latest Odisha News

BREAKING NEWS

ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର : ଓଡିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ‘ରଜ’ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି ।

Leave A Reply

Your email address will not be published.