Latest Odisha News

BREAKING NEWS

ନବୀନ ପୁଣି ନମ୍ବର ଏକ ନମ୍ବର: ଏବିପି ନ୍ୟୁଜ୍‌

ଭୁବନେଶ୍ୱର : ଏବିପି ନ୍ୟୁଜ୍ ପକ୍ଷରୁ କରାଯାଇଥିବା ଏକ ସର୍ଭେରେ ନବୀନ ପଟ୍ଟନାୟକ ଏକ ନମ୍ବର ମୁଖ୍ୟମନ୍ତ୍ରୀ ବୋଲି ଜଣାପଡିଛି । ମୁଖ୍ୟମନ୍ତ୍ରୀମାନଙ୍କର ରାଜ୍ୟ ପାଇଁ କରିଥିବା କାମ ଓ ଲୋକଙ୍କ ମତ ଆଧାରରେ ଏହି ସର୍ଭେ କରାଯାଇଥିଲା ।

ଏହି ସର୍ଭେରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ତୃତୀୟ ସ୍ଥାନରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ, ଚତୁର୍ଥ ସ୍ଥାନରେ କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ୍, ପଞ୍ଚମ ସ୍ଥାନରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଷଷ୍ଠରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଷ ବାଘେଲ, ସପ୍ତମ ସ୍ଥାନରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଅଷ୍ଠମରେ ଅଛନ୍ତି ମଧ୍ୟପ୍ରଦେଶର ଶିବରାଜ ଚୌହ୍ୱାନ, ନବମ ସ୍ଥାନରେ ଅଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ଏବଂ ଦଶମ ସ୍ଥାନରେ ଅଛନ୍ତି ଗୁଜୁରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାନି।

Leave A Reply

Your email address will not be published.