Latest Odisha News

BREAKING NEWS

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି ଦୋହରାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଏସସିବି ଘଟଣାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦାବି ଜୋର ଧରିଛି ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି ଦୋହରାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ମନ୍ତ୍ରୀ ଇସ୍ତଫା ନଦେବା ଯାଏଁ ପ୍ରତିବାଦ ଜାରି ରହିବ କହିଛନ୍ତି ନବୀନ ଏତେ ବଡ଼ ଘଟଣା ପରେ ବି କୌଣସି କେନ୍ଦ୍ରମନ୍ତ୍ରୀ ନଆସିବା ଦୁଃଖର କଥା ବୋଲି ସେ କହିଛନ୍ତି

ଏଠାରେ ସୂଚନା ଯୋଗ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀମାନେ ଗୃହରେ ଅଚଳାବସ୍ଥା ଜାରି ରଖିଛନ୍ତି ଇସ୍ତଫା ନଦେବା ଯାଏ ଗୃହ ଚାଲିପାରିବ ନାହିଁ ବୋଲି ସୋମନେ ଅଡି ବସିଛନ୍ତି

Leave A Reply

Your email address will not be published.